ଅର୍ଗସ ବ୍ୟୁରୋ : ଖୁବଶୀଘ୍ର ବିଜେପି ଘୋଷଣା କରିପାରେ ବିଧାନସଭା ପ୍ରାର୍ଥୀ ତାଲିକା । ନାମ ଚୂଡାନ୍ତ ପାଇଁ ଦିଲ୍ଲୀ ଯାଇଛନ୍ତି ରାଜ୍ୟ ସଭାପତି ମନମୋହନ ସାମଲ ଓ ସଙ୍ଗଠନ ମହାମନ୍ତ୍ରୀ ମାନସ ମହାନ୍ତି ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ଆଜି ଦିଲ୍ଲୀରେ କେନ୍ଦ୍ର ନେତୃତ୍ଵଙ୍କ ସହ ଆଲୋଚନା କରି କିଛି ବିଧାନସଭା ପାଇଁ ପ୍ରାର୍ଥୀ ଚୂଡାନ୍ତ କରିପାରେ ରାଜ୍ୟ ବିଜେପି । ଏହାସହ ବାକି ଥିବା ୩ ଲୋକସଭା ଯାଜପୁର, କଟକ ଓ କନ୍ଧମାଳ ଟିକେଟକୁ ନେଇ ବି ଆଲୋଚନା ହୋଇପାରେ ।
