ଛତିଶଗଡ ସୁକମାରେ ଏନକାଉଣ୍ଟର , ଜଣେ ନକ୍ସଲ ନିହତ

 ରାୟଗଡା:  ଛତିଶଗଡ ସୁକମାରେ ଏନକାଉଣ୍ଟର । ଏଥିରେ ଜଣେ ମାଓବାଦୀର ମୃତ୍ୟୁ ହୋଇଛି । ମାଓବାଦୀମାନେ ଲୁଚିଥିବା ଖବର ପାଇଁ ସୁରକ୍ଷାକର୍ମୀମାନେ ଆରମ୍ଭ କରିଥିଲେ ଅପରେସନ୍ ।



ଘଟଣାସ୍ଥଳରୁ ଜଣେ ମାଓବାଦୀଙ୍କ ମୃତଦେହ ସହ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ ହୋଇଛି । ଏବେ ବି ଘଟଣାସ୍ଥଳରେ ସର୍ଚ୍ଚ ଅପରେସନ୍ ଚାଲିଥିବା ସୁକମା ଏସପି କିରଣ ଚୌହାନ ସୂଚନା ଦେଇଛନ୍ତି । 

ଅଧିକ ପଢନ୍ତୁ ଓଡ଼ିଶା ଖବର 

Post a Comment (0)
Previous Post Next Post