ଏକାକୀ ବିଜେପି ନିର୍ବାଚନ ଲଢ଼ିବ କହିଲେ ବିଜେପି ରାଜ୍ୟ ସଭାପତି

 ଅର୍ଗସ ବ୍ୟୁରୋ : ଦିଲ୍ଲୀରୁ ଫେରିବା ପରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ପ୍ରତିକ୍ରିୟା । ନିର୍ବାଚନ ବାବଦରେ ଶୀର୍ଷ ନେତୃତ୍ୱଙ୍କ ସହ କଥାବାର୍ତ୍ତା ହେଲା । ଅନ୍ୟ କୌଣସି ବିଷୟ ଆଲୋଚନା ହୋଇନି । ମନମୋହନ ସାମଲ କହିଛନ୍ତି, ଓଡ଼ିଶାରେ ବିଜେପି ଉଭୟ ଲୋକସଭା ଓ ବିଧାନସଭା ନିର୍ବାଚନ ଏକାକୀ ଲଢ଼ିବ। କିଭଳି ସରକାର କରିବ, ସେ ନେଇ ଆଲୋଚନା ହୋଇଛି। ଉଭୟ କେନ୍ଦ୍ର ଓ ରାଜ୍ୟରେ ବିଜେପି ସରକାର ଗଢ଼ିବ ନେଇ ଆଲୋଚନା ହୋଇଛି।

ଅଧିକ ପଢନ୍ତୁ ଓଡ଼ିଶା ଖବର

Post a Comment (0)
Previous Post Next Post