ଆଜି ଓଡ଼ିଶା ହାଇକୋର୍ଟ ବାର ଆସୋସିଏସନ ନିର୍ବାଚନ


ଅର୍ଗସ ବ୍ୟୁରୋ : ଆଜି ଓଡ଼ିଶା ହାଇକୋର୍ଟ ବାର ଆସୋସିଏସନ ନିର୍ବାଚନ। ସକାଳ ୮ ଟା ରୁ ଆରମ୍ଭ ହୋଇଛି ଭୋଟିଂ। ବିଭିନ୍ନ ପଦ ପଦବୀ ପାଇଁ ସମୁଦାୟ ୫୦ ଜଣ ପ୍ରାର୍ଥୀ ନିର୍ବାଚନୀ ମଇଦାନରେ ଅଛନ୍ତି। ସଭାପତି, ଉପସଭାପତି, ସମ୍ପାଦକ, ସହ ସମ୍ପାଦକ, ଯୁଗ୍ମ ସମ୍ପାଦକ ସହ ଅନନ୍ୟ ପଦବୀ ପାଇଁ ଚାଲିଛି ଭୋଟିଂ।


ଅଧିକ ପଢନ୍ତୁ ଓଡିଶା ଖବର 

ଓଡ଼ିଶା ଷ୍ଟେଟ ବାର୍ କାଉନସିଲ ଓ ବାର୍ ଆସୋସିଏସନର ସଦସ୍ୟ ଭୋଟିଂରେ ସାମିଲ ହୋଇଛନ୍ତି । ସକାଳ ୮ ଟାରୁ ଦିନ ୩ ଟା ପର୍ଯ୍ୟନ୍ତ ଚାଲିବ ମତଦାନ ।

Post a Comment (0)
Previous Post Next Post