କଂଗ୍ରେସକୁ ବଡ଼ ଝଟକା, ଦଳରୁ ଇସ୍ତଫା ଦେଲେ ଚିରଞ୍ଜୀବ

 ଅର୍ଗସ ବ୍ୟୁରୋ:  କଂଗ୍ରେସକୁ ପୁଣି ଏକ ବଡ଼ ଝଟକା । ଦଳରୁ ଇସ୍ତଫା ଦେଲେ କଂଗ୍ରେସର ବରିଷ୍ଠ ନେତା ଚିରଞ୍ଜୀବ ବିଶ୍ୱାଳ । 2004 ରୁ 2009 ତିର୍ତୋଲରୁ ବିଧାୟକ ଥିଲେ । 2014 ରୁ 2019 ଜଗତସିଂହପୁର ବିଧାୟକ ତଥା ବିଧାନସଭାରେ ବିରୋଧୀ ଦଳର ଉପନେତା ଥିଲେ । ପ୍ରଦେଶ କଂଗ୍ରେସର ପୂର୍ବତନ କାର୍ଯ୍ୟକାରୀ ସଭାପତି ବି ଥିଲେ । ଏତେ ପୁରୁଣା ନେତା କଂଗ୍ରେସରୁ ଇସ୍ତଫା ଦେବା ପରେ ସବୁଠି ଚର୍ଚ୍ଚା ଜୋର ଧରିଛି।



ଅଧିକ ପଢ଼ନ୍ତୁ ଓଡିଶା ଖବର:

Post a Comment (0)
Previous Post Next Post