ମେ' ୬ରୁ ଜୁନ ୧୭ ପର୍ଯ୍ୟନ୍ତ ଛୁଟି ରହିବ ସ୍କୁଲ

 ଅର୍ଗସ ବ୍ୟୁରୋ:  ମେ ୬ରୁ ସ୍କୁଲରେ ଖରା ଛୁଟି । ଆସିଲା ୨୦୨୪-୨୫ ଶିକ୍ଷାବର୍ଷ କ୍ୟାଲେଣ୍ଡର । ୨୦୨୪ ଶିକ୍ଷାବର୍ଷ ପାଇଁ ପ୍ରକାଶିତ କ୍ୟାଲେଣ୍ଡରରେ ସମସ୍ତ ଛୁଟି ବିବରଣୀ ପ୍ରକାଶ ପାଇଛି । ଓସେପା ପକ୍ଷରୁ ପ୍ରାଥମିକ ଓ ମାଧ୍ୟମିକ ଶ୍ରେଣୀ ପାଇଁ ଶିକ୍ଷା କ୍ୟାଲେଣ୍ଡର ପ୍ରକାଶ କରାଯାଇଛି।  ଚଳିତ ବର୍ଷ  ମେ ୬ ତାରିଖରୁ ସ୍କୁଲରେ ଖରାଛୁଟି ଆରମ୍ଭ ହୋଇ ୧୭ ଜୁନ ପର୍ଯ୍ୟନ୍ତ ଛୁଟି ରହିବ। ତେବେ ଶିକ୍ଷା କ୍ୟାଲେଣ୍ଡରକୁ କଡ଼ାକଡ଼ି ପାଳନ ଲାଗି ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି।



ଅଧିକ ପଢ଼ନ୍ତୁ ଓଡିଶା ଖବର:

Post a Comment (0)
Previous Post Next Post