ଅର୍ଗସ ବ୍ୟୁରୋ: ଝାରପଡ଼ା ଜେଲରେ ୨ ଗୋଷ୍ଠୀ ମଧ୍ୟରେ ମାଡ଼ପିଟ ଘଟଣାରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। କାର୍ଯ୍ୟରେ ଅବହେଳା ପାଇଁ ୨ ଜଣଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଗଲା। ୱାର୍ଡର ପ୍ରଭାତ ମହାରଣାଙ୍କୁ ସସ୍ପେଣ୍ଡ କଲେ ଜେଲ୍ କର୍ତ୍ତୃପକ୍ଷ।
ରାତି ଡ୍ୟୁଟିରେ ଦାୟିତ୍ବରେ ଥିବା ଚିଫ ୱାର୍ଡର ମଙ୍ଗୁଳି ସେଠୀଙ୍କୁ ବଦଳି କରାଯାଇଛି।