ଅର୍ଗସ ବ୍ୟୁରୋ: ତାତିରେ ସିଝୁଛି ସାରା ଓଡ଼ିଶା । ଆକାଶରୁ ହେଉଛି ଅଗ୍ନିବର୍ଷା। ଉପକୂଳରୁ ଉପାନ୍ତ ସବୁଠି କଲବଲ କରୁଛି ଟାଣ ଖରା। ଆଗକୁ ଆହୁରି ଅଣାୟତ୍ତ କରିବ ଖରା ବୋଲି ସତର୍କ କରିଛି ପାଣିପାଗ ବିଭାଗ ।
ବିଭିନ୍ନ ଜିଲ୍ଲାରେ ହିଟ୍ ୱେଭ୍ ବା ଗ୍ରୀଷ୍ମ ପ୍ରବାହ ସ୍ଥିତି ଉପୁଜିବା ନେଇ ଆଲର୍ଟ ଜାରି ହୋଇଛି । ସକାଳ ୯ଟା ପରେ ଘରୁ ବାହାରିବା ମୁସ୍କିଲ୍ ହୋଇପଡିଛ । ଦିନକୁ ଦିନ ଉପରମୁହାଁ ହେଉଛି ପାରଦ । ଉପକୂଳରୁ ଆଭ୍ୟନ୍ତରୀଣ ଏବଂ ପଶ୍ଚିମ ଓଡ଼ିଶାରେ ସ୍ଥିତି ଅସମ୍ଭାଳ। ୪୦ ଡିଗ୍ରୀ ଛୁଇଁଛି ୮ ସହରର ତାପମାତ୍ରା ।
ଅଧିକ ପଢ଼ନ୍ତୁ ଓଡିଶା ଖବର:
