ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ରଙ୍କ ମା'ଶୁଭଲକ୍ଷ୍ମୀ ଦେବୀଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀଙ୍କ ଶୋକ

 ଅର୍ଗସ ବ୍ୟୁରୋ: ବ୍ରହ୍ମଗିରିର ମାନ୍ୟବର ବିଧାୟକ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ରଙ୍କ ମା'ଙ୍କ ର ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଆଜି ଦେହାନ୍ତ ହୋଇଯାଇଛି l ୯୩ ବର୍ଷ ବୟସରେ ଶୁଭଲକ୍ଷ୍ମୀ ଦେବୀଙ୍କ ପରଲୋକ ହୋଇଛି। ଏନେଇ ଶୋକ ବ୍ୟକ୍ତ କରିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। 



କ୍ୟାପିଟାଲ ହସ୍ପିଟାଲରେ ପହଞ୍ଚି ସୋକସନ୍ତପ୍ତ ପରିବାରବର୍ଗଙ୍କୁ ଭେଟି ସମବେଦନା ଜଣାଇବାସହ ସ୍ବର୍ଗତ ଆତ୍ମାର ସଦଗତି କାମନା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ବିଜେପି ଦଳର ମୁଖ୍ୟ ସଚେତନ ମୋହନ ମାଝି ହସ୍ପିଟାଲରେ ମଧ୍ୟ ପହଞ୍ଚିଥିଲେ।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 

Post a Comment (0)
Previous Post Next Post