ଦିଲ୍ଲୀ ମଦ ନୀତି ମାମଲା: ଆଜି କୋର୍ଟରେ ହାଜର ହେବେ ଅରବିନ୍ଦ କେଜ୍ରିଓ୍ବାଲ

 ଅର୍ଗସ ବ୍ୟୁରୋ: ଦିଲ୍ଲୀ ମଦ ନୀତି ମାମଲା। କୋର୍ଟରେ ହାଜର ହେବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ। ଭିଡିଓ କନଫରେନ୍ସ ଜରିଆରେ ରାଉଜ ଏଭିନ୍ୟୁ କୋର୍ଟରେ ହାଜର ହେବେ। 

ଇଡିର ଅଭିଯୋଗ ମଦ ନୀତି ଲାଗୁ କରିବାରେ ବ୍ୟାପକ ଦୁର୍ନୀତି ହୋଇଛି। ଅଭିଯୋଗକୁ ଖଣ୍ଡନ କରୁଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ।

ଅଧିକ ପଢ଼ନ୍ତୁ ଭାରତ ଖବର 


Post a Comment (0)
Previous Post Next Post