ଅର୍ଗସ ବ୍ୟୁରୋ: ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ପ୍ରାକ ନିର୍ବାଚନୀ ହିଂସା । ବେଲଅଣ୍ଟା ଗ୍ରାମରେ ଗ୍ରାମବାସୀ ହୋଲି ଖେଳୁଥିବା ବେଳେ ସେହି ଗ୍ରାମର ସରପଞ୍ଚଙ୍କ ପ୍ରତିନିଧି ଅରୁଣ ନାୟକ ଗ୍ରାମବାସୀଙ୍କୁ ଅଶିଲ୍ଳ ଭାଷାରେ ଗାଳିଗୁଲଜ କରିବା ସହିତ ମାଡ଼ ମାରିଥିଲେ ଫଳରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଥିଲା । ଏଥିରେ ଉଭୟ ପକ୍ଷରୁ ୭ ଜଣ ଆହତ ହୋଇଥିଲେ ।
ଘଟଣାକୁ ନେଇ ଉଭୟ ପକ୍ଷରୁ ଥାନାରେ ମାମଲା ହୋଇଥିବା ବେଳେ ଗ୍ରାମରେ ଚାପା ଉତ୍ତେଜନା ରହିଥିବାରୁ ଗ୍ରାମରେ ପୋଲିସ ୨୪ ଘଣ୍ଟା ପ୍ଇତରା ମାରୁଛି ।
ଅଧିକ ପଢ଼ନ୍ତୁ ଓଡିଶା ଖବର:
