ଅର୍ଗସ ବ୍ୟୁରୋ: ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ପାଇଁ ନୂତନ ବିଜେପି ଅଫିସ ଉଦଘାଟିତ ହୋଇଯାଇଛି । ଏହି ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଜିଲା ବିଜେପି ସଭାପତି ଶିବାଜୀ ମହାନ୍ତି, ସମ୍ମାନନୀୟ ଅତିଥି ଭାବେ କଣ୍ଟାବାଞ୍ଜି ବିଜେପି ବିଧାୟକ ପ୍ରାର୍ଥୀ ଲକ୍ଷ୍ମଣ ବାଗଙ୍କ ସହ ବରିଷ୍ଠ ବିଜେପି କାର୍ଯ୍ୟକର୍ତ୍ତା ମାନେ ସାମିଲ ହୋଇଥିଲେ।
ଏଥିରେ ମୁରିବାହାଲ, ବଙ୍ଗୋମୁଣ୍ଡା ଓ ତୁରେକେଲା ବ୍ଲକର ବହୁ ବିଜେପି କାର୍ଯ୍ୟକର୍ତା ମାନେ ଉପସ୍ଥିତ ଥିଲେ।
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର
