ବାଇକ ଦୁର୍ଘଟଣା, ଜଣେ ମୃତ


 

ଅର୍ଗସ ବ୍ୟୁରୋ:  ଭାରସାମ୍ୟ ହରାଇ ଓଲଟି ପଡିଲା ବାଇକ। ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ଏପରି ଏକ ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା ବାଦାମପାହାଡ ଥାନା ଅନ୍ତର୍ଗତ  ମୂଷାବଣୀ ଛକ ନିକଟରେ । ମୃତକ ହେଲେ ଦେଓଗାଁ ଗ୍ରାମର ଏସ କେ ଗୁଲଜାର ଙ୍କ ପୁଅ ଏସ୍ କେ ମିରାଜ୍ ବୋଲି ଜଣାପଡିଛି । ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Post a Comment (0)
Previous Post Next Post