ଭୁବନେଶ୍ୱର: ମୋକିମଙ୍କୁ ସାମୟିକ ଆଶ୍ବସ୍ତି। ସୁପ୍ରମକୋର୍ଟରେ କଂଗ୍ରେସ ନେତା ମହମ୍ମଦ ମୋକିମଙ୍କ ଆବେଦନ ର ଶୁଣାଣି। ବାରବାଟୀ କଟକ ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମ ଆଶ୍ବସ୍ତି । ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ ଆତ୍ମସମର୍ପଣରୁ ଛାଡ଼ କଲେ ସୁପ୍ରିମକୋର୍ଟ ।
ଏପ୍ରିଲ ୨୨ ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ ଆତ୍ମସମର୍ପଣ କରିବେନି ବୋଲି କହିଲେ କୋର୍ଟ। ପରବର୍ତ୍ତୀ ଶୁଣାଣି ଏପ୍ରିଲ ୨୨ ରେ ହେବ। ବିଚାରପତି ସୂର୍ଯ୍ୟକାନ୍ତ, ବିଚାରପତି ବିଶ୍ଵନାଥ ଙ୍କ ବେଞ୍ଚ ରେ ଶୁଣାଣି। ORHDC ମାମଲାରେ ଭିଜିଲାନ୍ସ କୋର୍ଟଙ୍କ ଦଣ୍ଡ କାଏମ ରଖିଥିଲେ ହାଇକୋର୍ଟ ।
ଅଧିକ ପଢନ୍ତୁ ଓଡ଼ିଶା ଖବର
