ଅର୍ଗସ ବ୍ୟୁରୋ: ନୀଳଗିରି ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ। ପୂର୍ବତନ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କୁ ପ୍ରାର୍ଥୀ କଲା କଂଗ୍ରେସ। ୫ ସ୍ଥାନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ। ୫ ସ୍ଥାନରେ ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ। ଜଳେଶ୍ବର, ବରୀ, ଆଠମଲ୍ଲିକ, ଆଠଗଡ଼, ପୁରୀରେ ବଦଳିଲେ ପ୍ରାର୍ଥୀ। ଜଳେଶ୍ଵରରୁ ପ୍ରାର୍ଥୀ ହେଲେ ସୁଦର୍ଶନ ଦାସ, ବରୀରେ ଦେବାଶିଷ ନାୟକଙ୍କୁ ଟିକେଟ୍ ଦେଲା କଂଗ୍ରେସ, ଆଠମଲ୍ଲିକରେ ହିମାଂଶୁ ଚାଉଳିଆଙ୍କୁ କଂଗ୍ରେସ ଟିକେଟ୍। ଆଠଗଡ଼ରେ ନୂଆ ପ୍ରାର୍ଥୀ ହେଲେ ସୁଦର୍ଶନ ସାହୁ, ପୁରୀରେ ଉମାବଲ୍ଲଭ ରଥଙ୍କୁ ପ୍ରାର୍ଥୀ କଲା କଂଗ୍ରେସ।
ଅଧିକ ପଢ଼ନ୍ତୁ ଓଡିଶା ଖବର:
