ଭୁବନେଶ୍ୱର: ଲିଙ୍ଗରାଜ ମନ୍ଦିରରେ RBI ଗଭର୍ଣ୍ଣର ଶକ୍ତିକାନ୍ତ ଦାସ । ନିଜ ପତ୍ନୀଙ୍କ ସହ ଆଜି ମହାପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରିଛନ୍ତି RBI ଗଭର୍ଣ୍ଣର ଶକ୍ତିକାନ୍ତ ଦାସ । ଦର୍ଶନ କରି ଫେରିବା ପରେ ଶକ୍ତିକାନ୍ତ ଦାସ ପ୍ରତିକ୍ରିୟା ରଖିଛନ୍ତି । ଅନେକ ବର୍ଷ ପରେ ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରିବାର ସୁଯୋଗ ମିଳିଲା । ବହୁତ୍ ଭଲରେ ଦର୍ଶନ କଲୁ ।