୧୪ରେ ବାରାଣସୀ ଆସନରୁ ନାମାଙ୍କନ ଭରିବେ ପ୍ରଧାନମନ୍ତ୍ରୀ ମୋଦି


 

ଅର୍ଗସ ବ୍ୟୁରୋ :  14ରେ ବାରାଣସୀ ଆସନରୁ ନାମାଙ୍କନ ଭରିବେ ପ୍ରଧାନମନ୍ତ୍ରୀ  । ଏହାପୂର୍ବରୁ ଆସନ୍ତା 13 ତାରିଖରେ ବିଶାଳ ରୋଡ ଶୋ କରି ଶକ୍ତି ପ୍ରଦର୍ଶନ କରିବେ ମୋଦି ।  ବାରାଣସୀରେ ଲୋକସଭା ଆସନରେ ଜୁନ 1ରେ ନିର୍ବାଚନ ହେବାକୁ ଯାଉଥିବାବେଳେ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ମୋଦି ବାରାଣସୀରୁ ନାମାଙ୍କନ ଦାଖଲ କରିବାକୁ ଯାଉଛନ୍ତି ।

ଅଧିକ ପଢନ୍ତୁ : ଆଜି ଝାଡ଼ଖଣ୍ଡ, ପଶ୍ଚିମବଙ୍ଗରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ନିର୍ବାଚନ ପ୍ରଚାର

2014ରେ ପ୍ରଥମ ଥର ପାଇଁ ମୋଦି ବାରାଣସୀ ଆସନରୁ ନିର୍ବାଚନ ଲଢ଼ିଥିଲେ ।  

Post a Comment (0)
Previous Post Next Post