କିଏ ଆସିଛନ୍ତି, କାହିଁକି ଆସିଛନ୍ତି ଜଣାପଡିନାହିଁ


 

ଅର୍ଗସ ବ୍ୟୁରୋ : ଢେଙ୍କାନାଳ ପଲ୍ଲିଶ୍ରୀ ପଡିଆରେ ଅଜଣା ହେଲିକପ୍ଟର । ଢ଼େଙ୍କାନାଳ ମହିଶାପାଟ ସ୍ଥିତ ପଡ଼ିଆରେ ଏକ ହେଲିକପ୍ଟର ଅବତରଣ କରିଛି । କିନ୍ତୁ ଏଥିରେ କିଏ ଆସିଛନ୍ତି କାହିଁକି ଆସିଛନ୍ତି ଜଣାପଡିନାହିଁ । ଏନେଇ ଜିଲ୍ଲା ପ୍ରଶାସନ କିମ୍ବା ପୋଲିସ ପାଖରେ କୌଣସି ସୂଚନା ନାହିଁ । କେନ୍ଦ୍ରର କୌଣସି ନେତା ପ୍ରଚାର ପାଇଁ ଆସି ପାରନ୍ତି ବୋଲି ଅନୁମାନ କରାଯାଉଛି ।

ଅଧିକ ପଢନ୍ତୁ ଓଡ଼ିଶା ଖବର

Post a Comment (0)
Previous Post Next Post