ଅର୍ଗସ ବ୍ୟୁରୋ: ଆଗାମୀ ୪୮ ଘଣ୍ଟା ପରେ ପୁଣି ବଢିବ ତାତି। ୨ରୁ ୪ ଡିଗ୍ରୀ ତାପମାତ୍ରା ବଢିବା ନେଇ ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର। ଗତ ୨୪ ଘଣ୍ଟାରେ ସର୍ବାଧିକ ବର୍ଷା ୬୪ ମିଲିମିଟର ବର୍ଷା ଢେଙ୍କାନାଳରେ ରେକର୍ଡ ହୋଇଛି।
ଆଗାମୀ ୩ ଦିନ ବିକ୍ଷିପ୍ତ ବର୍ଷା ରାଜ୍ୟରେ ଦେଖିବାକୁ ମିଳିବ। ୪ ଦିନ ପରେ ବର୍ଷାର ପରିମାଣ କମି ପାଗ ଶୁଖିଲା ରହିବ।
ଅଧିକ ପଢ଼ନ୍ତୁ ପାଣିପାଗ ଖବର
