ଅର୍ଗସ ବ୍ୟୁରୋ: ପୁରୀ ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି । ଗତକାଲି ମୃତ୍ୟୁ ସଂଖ୍ୟା ୯ଥିବାବେଳେ ଆଜି ଆଉ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ରାଶି ଘୋଷଣା କରିଛନ୍ତି ଜିଲ୍ଲାପାଳ । ଅନ୍ୟ ୧୯ ଜଣ ଚିକିତ୍ସାଧିନ ଥିବା ସୂଚନା ରହିଛି।
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର