ଭୁବନେଶ୍ୱର: ସାରା ରାଜ୍ୟରେ କଲବଲ କରୁଛି ତାତି। ଆସନ୍ତା ୫ ଦିନ ଯାଏଁ ତାତି ଓ ଗୁଳୁଗୁଳିରୁ ନିସ୍ତାର ନାହିଁ। ଉପକୂଳ ଓଡ଼ିଶାରେ ଗୁଳୁଗୁଳି ଓ ତାତି ରହିବା ସମ୍ଭାବନା। ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶିକା ।
ବିଭାଗର ସୂଚନା ଅନୁସାରେ ୩ ଦିନ ଯାଏଁ ପଶ୍ଚିମ ଓଡ଼ିଶାରେ ହିଟୱେଭ ରହିବ। ହିଟୱେଭ୍ ନେଇ ବଲାଙ୍ଗିର, ବରଗଡ଼କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି। କଳାହାଣ୍ଡି, ନୂଆପଡ଼ା, ସୁବର୍ଣ୍ଣପୁରକୁ ୟେଲୋ ୱାର୍ଣ୍ଣିଂ। ଓଡ଼ିଶାକୁ ମୌସୁମୀ ଆସିବା ନେଇ କୌଣସି ଆକଳନ ହୋଇନି।
ଅଧିକ ପଢନ୍ତୁ ଓଡ଼ିଶା ଖବର
