ଅର୍ଗସ ବ୍ୟୁରୋ: କାଲି ଓଡ଼ିଶାରେ ପ୍ରଥମଥର ବିଜେପିର ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ। ଏଥିପାଇଁ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଦିଆଯିବ ନିମନ୍ତ୍ରଣ।
ସେଥିପାଇଁ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ନବୀନ ନିବାସରେ ପହଞ୍ଚିଛନ୍ତି। ମନମୋହନ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ। ଶପଥ ଗ୍ରହଣ ଉତ୍ସବରେ ନିଶ୍ଚିତ ଯୋଗଦେବେ ବୋଲି ନବୀନ କହିଛନ୍ତି।
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର
