ଓଡିଶା ପ୍ରଦେଶ କଂଗ୍ରେସ ପ୍ରଚାର କମିଟିର ଅଧ୍ୟକ୍ଷ ପଦରୁ ଭକ୍ତ ଦାସଙ୍କ ଇସ୍ତଫା


 


ଅର୍ଗସ ବ୍ୟୁରୋ: ଓଡିଶା ପ୍ରଦେଶ କଂଗ୍ରେସ ପ୍ରଚାର କମିଟିର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଭକ୍ତ ଦାସ । ନିର୍ବାଚନରେ ଦଳର ନୈରାଶ୍ୟଜନକ ପ୍ରଦର୍ଶନ ପାଇଁ ଦଳ ଛାଡିଥିବା କାରଣ ଦର୍ଶାଇ କଂଗ୍ରେସ ଅଧ୍ୟକ୍ଷଙ୍କୁ ଚିଠି ଲେଖି ପଦ ଛାଡିଲେ ଭକ୍ତ ।

 ଓଡ଼ିଶା କଂଗ୍ରେସର ପ୍ରଚାର କମିଟି ଅଧ୍ୟକ୍ଷ ପଦରୁ ବିଜୟ ପଟ୍ଟନାୟକଙ୍କୁ ହଟାଇ ତାଙ୍କ ସ୍ଥାନରେ  ଭକ୍ତ ଦାସଙ୍କୁ ନିଯୁକ୍ତ କରିଥିଲେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ। 

ଅଧିକ ପଢ଼ନ୍ତୁ ରାଜନୀତି ଖବର 

Post a Comment (0)
Previous Post Next Post