Homeclosed ଓଡ଼ିଶା ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ byArgus News -June 03, 2024 0 ଭୁବନେଶ୍ୱର: ଓଡ଼ିଶା ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ । ବିଧାନସଭା ଭଙ୍ଗ ନେଇ ସଂସଦୀୟ ବ୍ୟାପାର ବିଭାଗର ବିଜ୍ଞପ୍ତି । ଭଙ୍ଗ ନେଇ ଆଜି ରାଜ୍ୟ କ୍ୟାବିନେଟ ମଧ୍ୟ ସୁପାରିଶ କରିଥିଲା । Tags: closed Governor Odisha Assembly Facebook Twitter