ମନୋଜ ଆହୁଜା ହେଲେ ମୁଖ୍ୟ ଶାସନ ସଚିବ


 

ଅର୍ଗସ ବ୍ୟୁରୋ: ମୁଖ୍ୟ ଶାସନ ସଚିବ ହେଲେ ମନୋଜ ଆହୁଜା। ମନୋଜ ଆହୁଜାଙ୍କ ନିଯୁକ୍ତି ନେଇ ଜିଏ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ୧୯୯୦ ବ୍ୟାଚର ବରିଷ୍ଠ ଆଇଏଏସ ହେଉଛନ୍ତି ମନୋଜ। ତେବେ ନିକଟରେ କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିଲେ ଆହୁଜା। ଆହୁଜା କେନ୍ଦ୍ର କୃଷି ଓ କୃଷକ ସଶକ୍ତିକରଣ ସଚିବ ଥିଲେ। 

  

ମନୋଜ ଆହୁଜାଙ୍କ ନିଯୁକ୍ତି ସହ ପ୍ରଦୀପ ଜେନାଙ୍କୁ ଅବସର ଦିଆଯିବ। ଆସନ୍ତା ୩୦ ତାରିଖରେ ଅବସର ଗ୍ରହଣ କରିବେ ପ୍ରଦୀପ ଜେନା। ସେହିଦିନ ଦାୟିତ୍ବ ଗ୍ରହଣ କରିବେ ମନୋଜ। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 

Post a Comment (0)
Previous Post Next Post