ଅର୍ଗସ ବ୍ୟୁରୋ: ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। କେନ୍ଦ୍ରମନ୍ତ୍ରୀ ଭାବେ ଶପଥ ନେବା ପରେ ଏହାହେଉଛି ତାଙ୍କର ପ୍ରଥମ ଓଡ଼ିଶା ଗସ୍ତ।
କେନ୍ଦ୍ରମନ୍ତ୍ରୀଙ୍କୁ ବିମାନବନ୍ଦରରେ ଭବ୍ୟ ସ୍ବାଗତ କରାଯାଇଛି। ମୋଦୀ ୩.୦ରେ ପୁଣିଥରେ ଦେଶର ଶିକ୍ଷାମନ୍ତ୍ରୀ ଭାବେ ଏକ ଗୁରୁଦାୟିତ୍ଵ ନେଇଛନ୍ତି ଓଡ଼ିଶାର ଗର୍ବ ଧର୍ମେନ୍ଦ୍ର ପ୍ରଧାନ।
ଅଧିକ ପଢ଼ନ୍ତୁ ରାଜନୀତି ଖବର
