ଶ୍ରୀମନ୍ଦିର ଅଭିମୁଖେ ଗଡିଲା ନନ୍ଦିଘୋଷ: ମହାପ୍ରଭୁଙ୍କ ରଥକୁ ଟାଣି ନେଉଛନ୍ତି ଭକ୍ତ

 ଅର୍ଗସ ବ୍ୟୁରୋ: ଆରମ୍ଭ ହେଲା ଶ୍ରୀଜିଉଙ୍କ ବାହୁଡା ଯାତ୍ରା । ଶ୍ରୀମନ୍ଦିର ଅଭିମୁଖେ ଗଡିଲା ତିନି ରଥ। ସବାଶେଷରେ ଗଡିଲା ମହାପ୍ରଭୁ ଜଗନ୍ନାଥଙ୍କ ନନ୍ଦିଘୋଷ। ପ୍ରଥମେ ବଡଠାକୁର ବଳଭଦ୍ରଙ୍କ ରଥ, ପରେ ଦେବୀ ସୁଭଦ୍ରାଙ୍କ ରଥ, ସବାଶେଷରେ ନନ୍ଦିଘୋଷ ରଥକୁ ଟାଣି ନେଉଛନ୍ତି ଭକ୍ତ । 

ଶ୍ରୀମନ୍ଦିର ଅଭିମୁଖେ ରଥ ଟାଣିନେଉଛନ୍ତି ଶ୍ରଦ୍ଧାଳୁ। ଜୟ ଜଗନ୍ନାଥ, ଘଣ୍ଟା, ଶଙ୍ଖ ନାଦରେ ମୁଖରିତ ହେଉଛି ଶ୍ରୀକ୍ଷେତ୍ର। 

ଅଧିକ ପଢ଼ନ୍ତୁ ଧର୍ମ ଓ ସଂସ୍କୃତି ଖବର 

Post a Comment (0)
Previous Post Next Post