ବିଜେଡି ସାଂସଦ ମମତା ମହାନ୍ତଙ୍କ ଇସ୍ତଫା

 ଅର୍ଗସ ବ୍ୟୁରୋ: ବିଜେଡି ସମର୍ଥନରେ ରାଜ୍ୟସଭା ସାଂସଦ ଭାବେ ନିର୍ବାଚିତ ହୋଇଥିବା ମମତା ମହନ୍ତ ଆଜି ସାଂସଦ ପଦରୁ ଇସ୍ତଫା ଦେଇଛନ୍ତି । ଏନେଇ ରାଜ୍ୟସଭା ଅଧ୍ୟକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି । 

ହେଲେ ତାଙ୍କ କାର୍ଯ୍ୟକାଳ ସମାପ୍ତ ହୋଇନଥିବା ବେଳେ ଅଧାରୁ ଇସ୍ତଫା ଦେଇଥିବାରୁ ତାକୁ ନେଇ ଚର୍ଚ୍ଚା ଜୋର ଧରିଛି । ସେପଟେ ମମତାଙ୍କ ପରବର୍ତ୍ତି ପଦକ୍ଷେପ କ’ଣ ରହିବ ତାକୁ ନେଇ ଉକ୍ରଣ୍ଠା ବଢୁଛି।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 

Post a Comment (0)
Previous Post Next Post