ଭୁବନେଶ୍ୱର: ବିଧାନସଭା ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନର ଅଷ୍ଟମ ଦିନ। ଗୃହରେ ଜଳ ସଂପଦ, ରାଜସ୍ୱ ବିପର୍ଯ୍ୟୟ ପରିଚାଳନା, ଇସ୍ପାତ ଓ ଖଣି, ଯୋଜନା ଓ ସଂଯୋଜନା, ବାଣିଜ୍ୟ, ସୂଚନା ଲୋକସମ୍ପର୍କ ଓ ପରିବହନ ଭଳି ଗୁରୁତ୍ବପୂର୍ଣ୍ଣ ବିଭାଗର ରହିଛି ପ୍ରଶ୍ନକାଳ ।
ଶୂନ୍ୟକାଳରେ ଜାତିଭିତ୍ତିକ ଗଣନା ଓ ସଂରକ୍ଷଣ ପରି ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗକୁ ଉଠାଇ ପାରନ୍ତି ବିରୋଧୀ। ବିରୋଧୀଙ୍କ ପକ୍ଷରୁ ଆସିପାରେ ମୁଲତବି ପ୍ରସ୍ତାବ । ଅପରାହ୍ନରେ ବିଦ୍ୟାଳୟ ଓ ଗଣଶିକ୍ଷା, ଉଚ୍ଚଶିକ୍ଷା ବିଭାଗର ଖର୍ଚ୍ଚ ଦାବି ଉପରେ ହେବ ଆଲୋଚନା ।
ଅଧିକ ପଢନ୍ତୁ ଓଡ଼ିଶା ଖବର
