ଆନ୍ଦୋଳନରତ ଡାକ୍ତରଙ୍କ ଉପରେ ଆକ୍ରମଣ ଘଟଣାକୁ ନେଇ ରାଜ୍ୟରେ ସ୍ବାସ୍ଥ୍ୟ ସେବା ବ୍ୟାହତ


 

ଅର୍ଗସ ବ୍ୟୁରୋ: କୋଲକାତା ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ଡାକ୍ତରଙ୍କ ଆନ୍ଦୋଳନ ଜାରି ରହିଛି । ଡାକ୍ତରମାନଙ୍କ ଆନ୍ଦୋଳନ ଯୋଗୁ ସ୍ବାସ୍ଥ୍ୟସେବା ବ୍ୟାହତ ହୋଇଛି । 

ଆନ୍ଦୋଳନରତ ଡାକ୍ତରଙ୍କ ଉପରେ ଆକ୍ରମଣ ଘଟଣାକୁ ନେଇ ରାଜ୍ୟର ଆଇନଶୃଙ୍ଖଳା ସ୍ଥିତି ଉପରେ ପ୍ରଶ୍ନ ଉଠିଛି। ଏନେଇ ପଶ୍ଚିମବଙ୍ଗ ରାଜ୍ୟପାଳ ସି.ଭି. ଆନନ୍ଦ ବୋଷ ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିବେ। 

ଅଧିକ ପଢ଼ନ୍ତୁ ଭାରତ ଖବର 

Post a Comment (0)
Previous Post Next Post