ବଦଳିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବ୍ୟକ୍ତିଗତ ସଚିବ। ବ୍ୟକ୍ତିଗତ ସଚିବ ଅରିନ୍ଦମ ଡାକୁଆ ହେଲେ ପୌର ପ୍ରଶାସକ। ପୌର ପ୍ରଶାସକ ଓ ନଗର ଉନ୍ନୟନ ବିଭାଗ ଅତିରିକ୍ତ ସଚିବ ଭାବେ ଦାୟିତ୍ବ ଦିଆଗଲା। ଏନ୍ବିଏସ୍ ରାଜପୁତ ହେଲେ ସାଧାରଣ ଉଦ୍ୟାଗ ବିଭାଗ ପ୍ରମୁଖ ସଚିବ।
ଭୂପେନ୍ଦ୍ର ସିଂ ପୁନିଆଙ୍କୁ ଦକ୍ଷତା ବିକାଶ ବିଭାଗର ଅତିରିକ୍ତ ଦାୟିତ୍ବ। ପ୍ରେମଚନ୍ଦ୍ର ଚୌଧୁରୀ ହେଲେ ବୟନଶିଳ୍ପ ଓ ହସ୍ତତନ୍ତ ବିଭାଗ ନିର୍ଦ୍ଦେଶକ।
